ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ କମୁଛି | ଆଜି ୬ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୮୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଥିବା ବେଳେ ସୁନ୍ଦରଗଡ଼, ମୟୁରଭଞ୍ଜ, ଗଞ୍ଜାମ, କଟକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍ଏମ୍ଡିଆର୍ ବିଲ୍……
୨୮ରେ ରାଜ୍ୟ କ୍ୟାବିନେଟ୍ ବୈଠକ……
ଆଶୁତୋଷ ପରିଡ଼ାଙ୍କୁ ଶାରଳା ପୁରସ୍କାର…..