ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ସଂକ୍ରମଣ ୨ ଲକ୍ଷ ୫୭ ହଜାର ୨୯୯କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୧୯୪ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୬୨ ଲକ୍ଷ ୮୯ ହଜାର ୨୯୦ରେ ପହଞ୍ଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୨ ଲକ୍ଷ ୯୫ ହଜାର ୫୨୫ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୩୦ ଲକ୍ଷ ୭୦ ହଜାର ୩୬୫ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୯୨୩୪୦୦।






More Stories
ବିଜୁ ବାବୁଙ୍କୁ ଟାର୍ଗେଟ୍ କରିନଥିଲି…..
ନୀତିନ ନବୀନଙ୍କ ଇସ୍ତଫା…..
ଆଜି ଇସ୍ତଫା ଦେବେ ନୀତୀଶ…..