ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମାଜିକ ଗଣମାଧ୍ୟମରେ ରାଜ୍ୟବାସୀଙ୍କୁ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, କୋଭିଡ୍ ମହାମାରୀର ବିପଦ ଏପର୍ଯ୍ୟନ୍ତ ଟଳି ନାହିଁ । ଏହାର ସଂକ୍ରମଣରୁ ନିଜକୁ ଓ ଅନ୍ୟମାନଙ୍କୁ ସୁରକ୍ଷିତ ରଖିବା ପାଇଁ ମାସ୍କ ନିଶ୍ଚୟ ପିନ୍ଧନ୍ତୁ । ସଚେତନ ହୁଅନ୍ତୁ ଓ ସୁରକ୍ଷିତ ରୁହନ୍ତୁ ବୋଲି କହିଛନ୍ତି । ଆଜି ରାଜ୍ୟର କରୋନା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ। ସ୍ବାସ୍ଥ୍ୟ ବିଭାଗର ଏହି ସମୀକ୍ଷା ବୈଠକରେ ରାଜ୍ୟରେ କରୋନା କଟକଣାକୁ ଅଧିକ କଡ଼ାକଡ଼ି କରାଯାଇପାରେ।






More Stories
ଭୟଙ୍କର ବର୍ଷା,ଏହି ୩ ଜିଲ୍ଲାକୁ ସତର୍କ ସୂଚନା……
କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ…..
ଦାୟିତ୍ବ ନେଲେ ସଞ୍ଜୟ ବିଶ୍ବାଳ…..