ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୪୦୮୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୭୧ ହଜାର ୨୦୦ ଜଣ ସୁସ୍ଥ ହୋଇଛନ୍ତି । ଏ ନେଇ ଟ୍ବିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଖୋର୍ଦ୍ଧାରୁ ସର୍ବାଧିକ ୭୦୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୦୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୨୦୧୨୯ରେ ପହଞ୍ଚିଛି ।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….