ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ହଜାର ୮୮୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ପଜିଟିଭଙ୍କ ସଂଖ୍ୟା ୧,୦୯,୫୦,୨୦୧ କୁ ବୃଦ୍ଧି ପାଇଛି । ଏହା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ସୂଚନା ମିଳିଛି । ଆକ୍ଟିଭ କେସ୍ ୧,୩୭,୩୪୨ ରହିଥିବା ବେଳେ ୧,୦୬,୫୬,୮୪୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
More Stories
ମୋଦି ସରକାରଙ୍କୁ କେଜ୍ରିୱାଲଙ୍କ ଟାର୍ଗେଟ୍,ଅଶିକ୍ଷିତ…..
ବୀମା ନାହିଁ ତ ତେଲ ନାହିଁ ନିର୍ଦ୍ଦେଶ କାର୍ଯ୍ୟକାରୀ କର…..
କଂଗ୍ରେସ ଉପରେ ବର୍ଷିଲେ ଶାହା…..