ରିପୋର୍ଟ କାର୍ଡ / ଭୁବନେଶ୍ଵର
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧ ଲକ୍ଷ ୨୭ ହଜାର ୫୧୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୭୯୫ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୮୧ଲକ୍ଷ ୭୫ ହଜାର ୦୪୪ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୩୧ ହଜାର ୮୯୫ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୫୯ ଲକ୍ଷ ୪୭ ହଜାର ୬୨୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୮୯୫୫୨୦ ।






More Stories
ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା…..
ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍…..
ରେପୋ ହାର ହ୍ରାସ…..