ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜ୍ୟରେ ୭୨୦ କରୋନା ପଜିଟିଭ୍ ହୋଇଥିବା ବେଳେ ୬୮ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୨୧ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୨୯୯ ଜଣ ଲୋକାଲ୍ କେସ୍ ରହିଛନ୍ତି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୬୧୫୩ ରେ ପହଞ୍ଚିଛି । ତେବେ ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୋଟ ମୃତ୍ୟୁ ସଂଖ୍ୟା ୭, ୦୨୧ କୁ ବୃଦ୍ଧି ପାଇଛି ।ମୃତକନକ ମଧ୍ୟରେ ରହିଛନ୍ତି ଅନୁଗୁଳ ୮ ଜଣ,ବାଲେଶ୍ୱର ୬ ଜଣ,କଟକ ୧୪ ଜଣ,ଢେଙ୍କାନାଳ ୫ ଜଣ,ଜଗତସିଂହପୁର ୮ ଜଣ,ଯାଜପୁର ୭ ଜଣ,କେନ୍ଦ୍ରାପଡା ୬ ଜଣ,କେନ୍ଦୁଝର ୧ ଜଣ,ଖୋର୍ଦ୍ଧା ୫ ଜଣ,ମୟୁରଭଞ୍ଜ ୧ ଜଣ,ପୁରୀ ୩ ଜଣ,ରାୟଗଡ଼ା ୩ ଜଣ, ସୁନ୍ଦରଗଡ ୧ ଜଣ ଆକ୍ରାନ୍ତନକର ମୃତ୍ୟୁ ହୋଇଛି | ସେହି ପରେ ଆଜି ନୂଆ ଆକ୍ରାନ୍ତନକ ମଧ୍ୟରେ ରହିଛନ୍ତି ୧୮ ବର୍ଷ ବିତରେ ୯୬ କରୋନା ଆକ୍ରାନ୍ତ | ଅନୁଗୁଳ ଜିଲ୍ଲାରୁ ୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୯ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୯୧ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩୩ଜଣ, ଯାଜପୁର ଜିଲ୍ଲାରୁ ୨୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୯ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୧୮ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୬ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍ରୁ ୬୦ଜଣ ରହିଛନ୍ତି ।
More Stories
ଗରିବଙ୍କ କୁଡ଼ିଆରେ ଫଟୋ ଉଠାଇ ଆନନ୍ଦ ପାଆନ୍ତି,ଗରିବଙ୍କ ଉପରେ ଭାଷଣ ବୋରିଂ……
ଆସନ୍ତାକାଲି ଦିଲ୍ଲୀ ନିର୍ବାଚନ,ହନୁମାନ ଙ୍କୁ ପୂଜାର୍ଚ୍ଚନା କଲେ କେଜ୍ରିୱାଲ୍……
ଭିଜିଲାନ୍ସ ଜାଲରେ ଏଏସଆଇ……