ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ଆଜି ୪୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୫ ଓ ସ୍ଥାନୀୟ ଅଞ୍ଚଳରୁ ୧୮ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୫ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୫୧୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୯୨୧ ରହିଥିବା ବେଳେ ୪୧୯ ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।






More Stories
ଫିଟିଲା ଯାଜପୁର ଗୁଳି କାଣ୍ଡର ଗୁମର: ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର…..
ମାଆ ହତ୍ୟାର ଗୁମର ଖୋଲିଲା ପୁଅ…..
ମାନସ ମଙ୍ଗରାଜଙ୍କୁ ବଡ଼ ଦାୟିତ୍ୱ…..