ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ଲକ୍ଷ ୪୯ ହଜାର ୬୯୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୭୬୭ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୬୯ ଲକ୍ଷ ୬୦ହଜାର ୧୭୨ରେ ପହଞ୍ଚିଛି। ୨୪ ଘଂଟାରେ ଚିହ୍ନଟ ହୋଇଥିବା କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୯୨ ହଜାର ୩୧୧ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୪୦ ଲକ୍ଷ ୮୫ ହଜାର ୧୧୦ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୬୮୨୭୫୧।






More Stories
ଧର୍ମ ପରିବର୍ତ୍ତନକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ….
ଏପ୍ରିଲ ୯ ସୁଦ୍ଧା ଶେଷ ହେବ ଯୁଦ୍ଧ !…..
ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ…..