ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୩ ଲକ୍ଷ ୮୨ ହଜାର ୬୯୧ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ ହୋଇଥିବା ବେଳେ ୩୭୮୦ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏହି ଆକ୍ରାନ୍ତଂକୁ ମିଶାଇ ଦେଶରେ ମୋଟ ୨ କୋଟି ୬ ଲକ୍ଷ ୬୫ ହଜାର ୧୪୮ କୁ ବୃଦ୍ଧି ପାଇଛି | ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨ ଲକ୍ଷ ୨୬ ହଜାର ୧୮୮କୁ ବୃଦ୍ଧିପାଇଛି। ଇତିମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧ କୋଟି ୬୯ ଲକ୍ଷ ୫୧ ହଜାର ୭୩୧ ଜଣ ସୁସ୍ଥ ହୋଇସାରିଲେଣି। ଏବେ ଭାରତରେ ୩୪ ଲକ୍ଷ ୮୭ ହଜାର ୨୨୯ ଜଣ ସକ୍ରିୟ କରୋନା ଆକ୍ରାନ୍ତ ରହିଛନ୍ତି। ଇତିମଧ୍ୟରେ ଦେଶରେ ମୋଟ ୧୬ କୋଟି ୪ ଲକ୍ଷ ୯୪ ହଜାର ୧୮୮ ଜଣ କୋଭିଡ ଟିକା ନେଇସାରିଛନ୍ତି।
More Stories
ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା;ସଞ୍ଜୟ ରାୟ ଦୋଷୀ ସାବ୍ୟସ୍ତ…..
ରାସନ କାର୍ଡ ନେଇଥିବା ଆୟକରଦାତାଙ୍କୁ ବାଦ୍ ଦିଆଯିବ…….
ମୃତକଙ୍କ ଲାଗି କ୍ଷତିପୂରଣ ଘୋଷଣା କଲା କମ୍ପାନୀ…..