ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ଲକ୍ଷ ୬୬ ହଜାର ୧୬୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୭୫୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୨୬ ଲକ୍ଷ ୬୨ ହଜାର ୫୭୫ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୨ ଲକ୍ଷ ୪୬ ହଜାର ୧୧୬ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୮୬ ଲକ୍ଷ ୭୧ ହଜାର ୨୨୨ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୭୪୫୨୩୭।






More Stories
ଜେଲରୁ ମୁକୁଳିବେ ସୋନମ ୱାଙ୍ଗଚୁକ…..
କଂଗ୍ରେସ ଦେଶରେ ଆତଙ୍କ ସୃଷ୍ଟି କରିବା ପାଇଁ ଚେଷ୍ଟା କରୁଛି…..
ସିଇସିଙ୍କ ବହିଷ୍କାର ଦାବିରେ ନୋଟିସ……