ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଦିନକରେ ୩ ଲକ୍ଷ ୪୮ ହଜାର୪୨୧ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୩୩,୪୦,୯୩୮କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୪ ହଜାର ୨୦୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୨,୫୪,୧୯୭ରେ ପହଞ୍ଚିଛି। ୨୪ ଘଣ୍ଟାରେ ୩,୫୫,୩୩୮ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୯୩,୮୨,୬୪୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩୭,୦୪,୦୯୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।






More Stories
ୟୁକ୍ରେନ୍ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ ,୧୨ ମୃତ……
ଟାଟା ସନ୍ସ ଅଧ୍ୟକ୍ଷ ପଦରୁ ଏନ୍. ଚନ୍ଦ୍ରଶେଖରନ୍ଙ୍କ ଇସ୍ତଫା…..
ଏଫସିଆରଏ ବିଲକୁ ଜେପିିସିକୁ ପଠାଇବା ପାଇଁ ପ୍ରସ୍ତାବ ଆଣିଲା କେନ୍ଦ୍ର…..