ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ଲକ୍ଷ ୬୨ ହଜାର ୭୨୭ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୩୭,୦୩,୬୬୫କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୪,୧୨୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୨,୫୮,୩୧୭ରେ ପହଞ୍ଚିଛି। ୨୪ ଘଣ୍ଟାରେ ୩,୫୨,୧୮୧ ସୁସ୍ଥ ହୋଇଥିବା ବେଳେ ମୋଟ ୧,୯୭,୩୪,୮୨୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩୭,୧୦,୫୨୫ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..