ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୨୨ ହଜାର ୩୧୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪୫୪ ଜଣଙ୍କ ମୃତ୍ୟୁ ଘଟିଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ,ଏହା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୬୭ ଲକ୍ଷ ୫୨ ହଜାର ୪୪୭ରେ ପହଞ୍ଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୦୩ ହଜାର ୭୨୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୩୭ ଲକ୍ଷ ୨୮ ହଜାର ୦୧୧ରେ ପହଁଚିଛି । ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୭୨୦୭୧୬।






More Stories
ପଶ୍ଚିମବଙ୍ଗରେ ଅତିରିକ୍ତ ୧୬୫ ପର୍ଯ୍ୟବେକ୍ଷ ଓ ୭୭ ପୋଲିସ ପର୍ଯ୍ୟବେକ୍ଷ ନିଯୁକ୍ତ……
ପଶ୍ଚିମବଙ୍ଗରରେ ପୁନଃ ମତଦାନ ଆରମ୍ଭ……
ଶନିବାର ପଶ୍ଚିମବଙ୍ଗରେ ହେବ ପୁନଃ ମତଦାନ…..