ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୨୨ ହଜାର ୩୧୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪୫୪ ଜଣଙ୍କ ମୃତ୍ୟୁ ଘଟିଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ,ଏହା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୬୭ ଲକ୍ଷ ୫୨ ହଜାର ୪୪୭ରେ ପହଞ୍ଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୦୩ ହଜାର ୭୨୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୩୭ ଲକ୍ଷ ୨୮ ହଜାର ୦୧୧ରେ ପହଁଚିଛି । ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୭୨୦୭୧୬।
More Stories
୩ ଆପ୍ ପାର୍ଷଦ ବିଜେପିରେ ଯୋଗଦେଲେ……
କୁମ୍ଭ ମେଳାର ଭକ୍ତ ଙ୍କୁ ନେଇ ରାଜନୀତି…..
ନରେନ୍ଦ୍ର ମୋଦୀଙ୍କୁ ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱତନ୍ତ୍ର ଉପହାର….