ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୩୨ ହଜାର ୭୮୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୨୦୭ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶର ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨ କୋଟି ୮୩ ଲକ୍ଷ ୦୭ ହଜାର ୮୩୨ରେ ପହଞ୍ଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୩୫ ହଜାର ୧୦୨ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୬୧ ଲକ୍ଷ ୭୯ ହଜାର ୦୮୫ ରେ ପହଁଚିଛି । ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୭୯୩୬୪୫ ।






More Stories
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..
ଇରାନ ଉପରେ ବଙ୍କର ବଷ୍ଟର ମାଡ଼ କଲା ଆମେରିକା…..