ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୧ ଲକ୍ଷ ୩୨ ହଜାର ୩୬୪କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୭୧୩ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୮୫ଲକ୍ଷ ୭୪ ହଜାର ୩୫୦ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୪୦ ହଜାର ୭୦୨ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୬୫ ଲକ୍ଷ ୯୭ ହଜାର ୬୫୫ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୬୩୫୯୯୩ ।






More Stories
ବିମାନରେ ନିଆଁ….
ଲିଭ୍-ଇନ୍ ସମ୍ପର୍କକୁ ମିଳିବ ସ୍ଵାମୀ ସ୍ତ୍ରୀ ମାନ୍ୟତା…..
କ୍ଷମା ମାଗିଲେ ଦୁବେ:ବିଜୁବାବୁ ଷ୍ଟେଟସ୍ ମ୍ୟାନ୍ ଥିଲେ…..