ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶର ୧ ଲକ୍ଷ ୬୩୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪୨୭ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୮୯ଲକ୍ଷ ୯ ହଜାର ୯୭୫ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୪୯ ହଜାର ୧୮୬ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୭୧ ଲକ୍ଷ ୫୯ ହଜାର ୧୮୦ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୪୦୧୬୦୯ ।






More Stories
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..
ଇରାନ ଉପରେ ବଙ୍କର ବଷ୍ଟର ମାଡ଼ କଲା ଆମେରିକା…..