ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୭୦୪୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୯୨୧ ଜଣଙ୍କ ମୃତ୍ୟୁ ଘଟିଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ନୂତନ କରୋନା ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୯୫ଲକ୍ଷ ୧୦ ହଜାର ୪୧୦ରେ ପହଞ୍ଚିଛି। ୨୪ ଘଣ୍ଟାରରେ ମୃତକଙ୍କୁ ମିଶାଇ ଦେଶରେ ମୋଟ କରୋନା ମୃତ୍ୟୁସଂଖ୍ୟା ୩ ଲକ୍ଷ ୭୪ ହଜାର ୩୦୫ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୮୧ ଲକ୍ଷ ୬୨ ହଜାର ୯୪୭ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୯୭୩୧୫୮।






More Stories
ପୁଣି ହେବ ଲକ୍ଡାଉନ୍ !…..
ଭୟଙ୍କର ବିମାନ ଦୁର୍ଘଟଣା…..
ଇରାନର ୩ ସର୍ତ୍ତ ମାନିଲେ ବଞ୍ଚିବ…..