ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୭,୫୬୬ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ସେହିଭଳି ଗୋଟିଏ ଦିନରେ ୫୬,୯୯୪ ଜଣ କରୋନାରୁ ଆରୋଗ୍ୟଲାଭ କରିଛନ୍ତି । ଗୋଟିଏ ଦିନରେ ୯୦୭ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଗତକାଲି ସୁଦ୍ଧା ଦେଶରେ ମୋଟ ୨,୯୩,୬୬,୬୦୧ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବାବେଳେ ୫,୫୨,୬୫୯ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି । ଇତିମଧ୍ୟରେ ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩,୯୭,୬୩୭କୁ ବୃଦ୍ଧିପାଇଛି ।
More Stories
ଇସ୍ରାଏଲ ଆକ୍ରମଣରେ ହିଜବୁଲ୍ଲା କମାଣ୍ଡର ଅଲି ଜାମୋଲ ନିପାତ…..
ନିଜକୁ ସାମ୍ବାଦିକା କହି ଭାରତର ରୁ ତଥ୍ୟ ସଂଗ୍ରହ କରୁଥିଲେ…..
ଜୁନ ୧ରୁ ବଦଳିବ ଏହି ସବୁ ନିୟମ…..