ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୮୦୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୫୬୦ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି | ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୦ ଲକ୍ଷ ୬୪ ହଜାର ୯୦୮ ରେ ପହଞ୍ଚିଛି।୨୪ ଗହନତାର ମୃତକଙ୍କୁ ମିଶାଇ ଦେଶରେ ମୋଟ କରୋନା କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୧୩ ହଜାର ୯୧ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୨ ଲକ୍ଷ ୨୭ ହଜାର ୭୯୨ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୨୪୦୨୫।





More Stories
ଭାରତ ବନ୍ଦରେ ୩୦କୋଟି ଶ୍ରମିକ ସାମିଲ…..
ଠିକ୍ ସମୟରେ କାମ ନହେଲେ କାର୍ଯ୍ୟାନୁଷ୍ଠାନ…..
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……