ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୪ ଘଣ୍ଟାରେ ୩୯୭୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୫୩୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୩ ଲକ୍ଷ ୭୧ ହଜାର ୯୦୧ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୦ ହଜାର ୫୫୧ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୫ ଲକ୍ଷ ୪୩ ହଜାର ୫୫୧ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୦୮୨୧୨।






More Stories
୧୫ ନବଜାତ ଜୀବନ୍ତ ଦଗ୍ଧ……
ସ୍ବାଇନ ଫ୍ଲୁ ସଂକ୍ରମଣ ; ସବୁ ସ୍କୁଲକୁ ସତର୍କତା ଜାରି…..
ଆଉ ଭାରୀ କାର୍ଯ୍ୟଭାର ସମ୍ଭାଳି ପାରିବି ନାହିଁ…..