ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟାରେ ୪୧୮୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୫୪୧ ଜଣ କରୋନା ଆକ୍ରାନ୍ତଂକର ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୧୮୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୫୪୧ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୬ ଲକ୍ଷ ୫୫ହଜାର ୮୨୪ରେ ପହଞ୍ଚି | ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୪ ହଜାର ୩୫୧ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୮ ଲକ୍ଷ୨୦ ହଜାର ୫୨୧ରେ ପହଁଚିଛି।






More Stories
ମୁନ୍ଦ୍ରା ବନ୍ଦରରେ ପହଞ୍ଚିଛି ଜଗ୍ ଲଡକି…..
ରାଜନୀତିରେ କେବେ ପୂର୍ଣ୍ଣଚ୍ଛେଦ ପଡ଼ିନଥାଏ…..
ଦିଲ୍ଲୀ ସାଧନଗରରେ ଅଗ୍ନିକାଣ୍ଡ:୩ ଜଣ ଶିଶୁଙ୍କ ସମେତ ୭ ମୃତ…..