ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୮୬୬୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୭୮ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ- ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୨୧ ଲକ୍ଷ ୫୬ହଜାର ୪୯୩ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୩୦ ହଜାର ୭୩୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୧୩ ଲକ୍ଷ ୩୮ହଜାର ୮୮ରେ ପହଁଚିଛି। ଏବେ ଦେଶରେ ୩୮୭୬୭୩ଟି ସକ୍ରିୟ ମାମଲା ରହିଛି ।
More Stories
କର୍ମଚାରୀ ବଦଳି ଓ ନିଯୁକ୍ତି ପାଇଁ ନୂଆ ନୀତି…..
ରାହୁଲଙ୍କ ଦ୍ୱାରା ହୋଇଥିବା ଅଭିଯୋଗ ଭିତ୍ତିହୀନ…..
ଯାତ୍ରୀଙ୍କୁ ଚାପୁଡା ମାରିଲେ ଆମ ବସ୍ କଣ୍ଡକ୍ଟର…..