ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୮୬୬୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୭୮ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ- ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୨୧ ଲକ୍ଷ ୫୬ହଜାର ୪୯୩ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୩୦ ହଜାର ୭୩୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୧୩ ଲକ୍ଷ ୩୮ହଜାର ୮୮ରେ ପହଁଚିଛି। ଏବେ ଦେଶରେ ୩୮୭୬୭୩ଟି ସକ୍ରିୟ ମାମଲା ରହିଛି ।






More Stories
ହିମସ୍ଖଳନ; ୧୨ ପର୍ବତାରୋହୀ ମୃତ, ୬ ନିଖୋଜ…..
୧୧ରେ ମୋଦି-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା…..
ବାନ୍ଧବୀଙ୍କୁ ଗାଡ଼ି ଚଢାଇ ମାରିଦେଲେ!…..