ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୨୯୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ୪୧୭ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୨୨ ଲକ୍ଷ ୨୫ହଜାର ୫୧୩ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୩୧ ହଜାର ୬୪୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୧୪ ଲକ୍ଷ ୧୧ହଜାର ୯୨୪ରେ ପହଁଚିଛି। ଏବେ ଦେଶରେ ୩୮୧୯୪୭ଟି ସକ୍ରିୟ ମାମଲା ରହିଛି ।






More Stories
ଆଇଆରଜିସିକୁ ଆତଙ୍କବାଦୀ ସଂଗଠନ ଘୋଷଣା କଲା ବ୍ରିଟେନ…..
ଓମାରଙ୍କୁ ବିଜେପିର ଆଇନଗତ ନୋଟିସ…..
ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟିର ପରାମର୍ଶ…..