ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ରହୁଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୪୪୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ସେହିପରି ୩୭୫ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୬୧ ଲକ୍ଷ ୩୪୦ ରେ ପହଞ୍ଚିଛି । ସେହିପରି ଦିନକରେ ଆଉ ୩୬,୩୪୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥି ସହ ମୋଟ ଆରୋଗ୍ୟ ସଂଖ୍ୟା ୩ କୋଟି ୧୫ ଲକ୍ଷ ୯୭ ହଜାର ୯୮୨ରେ ପହଞ୍ଚିଛି । ଦେଶରେ କୋରୋନା ଆରୋଗ୍ୟ ହାର ମଧ୍ୟ ୯୭.୫୪% କୁ ବୃଦ୍ଧି ପାଇଛି ।






More Stories
ଠିକ୍ ସମୟରେ କାମ ନହେଲେ କାର୍ଯ୍ୟାନୁଷ୍ଠାନ…..
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……