ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ସଂକ୍ରମଣ କିଛିଦିନ ହ୍ରାସ ପାଇବା ପରେ ପୁଣି ସଂକ୍ରମଣ ବୃଦ୍ଧି ପାଇଛି | ଗତ ୨୪ ଘଣ୍ଟା ମଧ୍ୟରେ ୩୦୫୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩୧ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ,ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୩ ଲକ୍ଷ ୪୭ ହଜାର ୩୨୫ରେ ପହଞ୍ଚିଛି। ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୩ ହଜାର ୯୨୮ରେ ପହଞ୍ଚିଛି। ଏବେ ଦେଶରେ ୩୪୨୯୨୩ ସକ୍ରିୟ ମାମଲା ରହିଛି ।ସେହିପରି ୩୨୫୬୦୪୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।






More Stories
ବିଜୟ ହେବେ ତାମିଲନାଡୁର ମୁଖ୍ୟମନ୍ତ୍ରୀ……
ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ…..
ଅଖିଳେଶଙ୍କୁ ଭାଜପା ନେତାଙ୍କ ଚେତାବନୀ…..