ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଆଜି ବି ୩୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି | ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୫୬୬୨ ଆକ୍ରାନ୍ତ ନେଇ ରିପୋର୍ଟ ଆସିଥିବା ବେଳେ ୨୮୧ଙ୍କର ମୃତ୍ୟୁ ନେଇ ସୂଚନା ମିଳିଛି | ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୪ ଲକ୍ଷ ୧୭ ହଜାର ୩୯୦ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୪ ହଜାର ୫୨୯ରେ ପହଞ୍ଚିଛି। ଏବେ ଦେଶରେ ୩୪୦୬୩୯ ସକ୍ରିୟ ମାମଲା ରହିଛି ।ସେହିପରି ୩୨୬୩୨୨୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।






More Stories
କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର…..
ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ….
ପୁରୀରୁ TMC ବିଧାୟକ ଗିରଫ…..