ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ୧୮୭୯୫ ହଜାର କରୋନା ପଜିଟିଭ୍ ଚିହ୍ନଟ ଚିହ୍ନଟ ହୋଇଥିବା ବେଳେ ୧୭୯ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଆଜିର ଏହି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୬ ଲକ୍ଷ ୯୭ ହଜାର ୫୮୧ରେ ପହଁଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୭ ହଜାର ୩୭୩ରେ ପହଞ୍ଚିଛି। ଏବେ ଦେଶରେ ୨୯୨୨୦୬ ସକ୍ରିୟ ମାମଲା ରହିଛି । ସେହିପରି ୩୨୯୫୮୦୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।






More Stories
ଡଲାର ତୁଳନାରେ ୯୦କୁ ଖସିଲା ଟଙ୍କା…..
୩୧ ଯାଏଁ ଜାରି ରହିବ ଇ-କେଓ୍ବାସି ପ୍ରକ୍ରିୟା…..
୩୦୦ ଟଙ୍କାରେ ମିଳିବ ଗ୍ୟାସ୍ ସିଲିଣ୍ଡର…..