ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୫୨୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୧୧ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଆଜିର ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୭ ଲକ୍ଷ ୩୯ ହଜାର ୯୮୦ରେ ପହଁଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୮ ହଜାର ୬୨ରେ ପହଞ୍ଚିଛି। ଏବେ ଦେଶରେ ୨୭୭୦୨୦ ସକ୍ରିୟ ମାମଲା ରହିଛି ।ସେହିପରି ୩୩୦୧୪୮୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
Discussion about this post