ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ସଂକ୍ରମଣ ବଢିବା ସହିତ ଓମିକ୍ରନ ଆକ୍ରାନ୍ତଂକ ସଂଖ୍ୟା ବଢ଼ିବାରେ ଲାଗିଛି | ଗତ ୨୪ ଘଣ୍ଟା ମଧ୍ୟରେ ଆଜି ୨ଲକ୍ଷ ୬୮ ହଜାର ୮୩୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ଦେଶରେ ଦୈନିକ ସଂକ୍ରମଣ ହାର ୧୬.୬୬%କୁ ବୃଦ୍ଧି ପାଇଛି । ଗୋଟିଏ ଦିନରେ କରୋନା ନେଇଛି ୪୦୨ ଜଣଙ୍କ ଜୀବନ । ଦେଶରେ ମୋଟ୍ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୪,୧୭,୮୨୦ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ସୁସ୍ଥହୋଇଛନ୍ତି ୧,୨୨,୬୮୪ ଆକ୍ରାନ୍ତ । ସେହିପରି ଦେଶରେ ମୋଟ୍ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ୪୧କୁ ବୃଦ୍ଧି ପାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରଖି ଟିକାକରଣକୁ ମଧ୍ୟ ଜୋରଦାର କରାଯାଉଛି । ଦେଶର ବିଭିନ୍ନ ରାଜ୍ୟରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ତାର କାୟାବିସ୍ତାର କରୁଛି ।






More Stories
ଅନିଲଙ୍କ ସମ୍ପତ୍ତି ବାଜ୍ୟାପ୍ତ କଲା ED, ରହିଛି ଭୁବନେଶ୍ୱର ଲିଙ୍କ୍…..
ତୁରନ୍ତ ରୋକନ୍ତୁ ଏସଆଇଆର୍…..
ଶପଥ ସମାରୋହରେ ଗାମୁଛା ଉଡ଼ାଇଲେ ମୋଦି…..