ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୮୨ ହଜାର ୯୭୦ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛି | ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତ ସଂଖ୍ୟା ୩ କୋଟି ୭୯ ଲକ୍ଷ ୧ ହଜାର ୨୪୧କୁ ବୃଦ୍ଧି ପାଇଛି। ସେହି ସମୟ ମଧ୍ୟରେ ୧ ଲକ୍ଷ ୮୮ ହଜାର ୧୫୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୩ କୋଟି ୫୫ ଲକ୍ଷ ୮୩ ହଜାର ୩୯କୁ ବୃଦ୍ଧି ପାଇଛି। ଏବେ ଆରୋଗ୍ୟ ହାର ୯୩.୮୮% ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୪୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ସୁଦ୍ଧା ସାରା ଦେଶରେ କରୋନା ଯୋଗୁ ୪ ଲକ୍ଷ ୮୭ ହଜାର ୨୦୨ ଜଣଙ୍କ ମୃତ୍ୟୁ ହୋଇଛି। ଏବେ ୧୮ ଲକ୍ଷ ୩୧ ହଜାର କୋଭିଡ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ଜଣାପଡିଛି।






More Stories
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..
ଛାତ୍ରୀଛାତ୍ରଙ୍କୁ ଟିପ୍ସ ଦେଲେ ମୋଦି…..