ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଚିନ୍ତା ବଢ଼ାଇଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଦେଶରୁ ଆଉ ୯୦ହଜାର ୯୨୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗୋଟିଏ ଦିନରେ ୩୨୫ଜଣଙ୍କ ଜୀବନ ନେଇଛି କରୋନା ଭୂତାଣୁ । ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୧୯ହଜାର ୨୦୬ ଆକ୍ରାନ୍ତ । ଆଜିର ସଂକ୍ରମଣ ବଢ଼ିଥିବାରୁ ଦେଶରେ ଦୈନିକ ସଂକ୍ରମଣ ହାର ୬.୪୩%କୁ ବୃଦ୍ଧି ପାଇଛି । ନୂଆଦିଲ୍ଲୀ: ଦେଶରେ ଚିନ୍ତା ବଢ଼ାଇଲାଣି କରୋନା ସଂକ୍ରମଣ । ଆଜି ଦୈନିକ କରୋନା ସଂକ୍ରମଣ ୯୦ ହଜାର ଟପିଛି । ଗତ ୨୪ ଘଣ୍ଟାରେ ଦେଶରୁ ଆଉ ୯୦ହଜାର ୯୨୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗୋଟିଏ ଦିନରେ ୩୨୫ଜଣଙ୍କ ଜୀବନ ନେଇଛି କରୋନା ଭୂତାଣୁ । ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୧୯ହଜାର ୨୦୬ ଆକ୍ରାନ୍ତ । ଆଜିର ସଂକ୍ରମଣ ବଢ଼ିଥିବାରୁ ଦେଶରେ ଦୈନିକ ସଂକ୍ରମଣ ହାର ୬.୪୩%କୁ ବୃଦ୍ଧି ପାଇଛି ।





More Stories
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..
୬ଟି ଆସନରେ ଆଜି ଉପନିର୍ବାଚନ…..