ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୩୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଶୂନ୍ୟ ରୁ ୧୮ ବର୍ଷ ମଧ୍ୟରେ ୩୩, ସଙ୍ଗରୋଧରୁ ୭୮,ସ୍ଥାନୀୟ ୬୦।ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୪୮୭କୁ ବୃଦ୍ଧି ପାଇଛି। ୧୨,୭୪,୪୨୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧,୯୨୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୧ ଜିଲ୍ଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୪, ବାଲେଶ୍ୱର ୬, ବଲାଙ୍ଗୀର ୩, ବୌଦ୍ଧ ୧, କଟକ ୫, ଦେଓଗଡ ୫, ଗଜପତି ୧୮, ଗଞ୍ଜାମ ୩, ଜଗତସିଂହପୁର ୧, ଯାଜପୁର ୩, ଝାରସୁଗୁଡା ୧୩, କେନ୍ଦ୍ରାପଡା ୪, ଖୋର୍ଦ୍ଧା ୭, କୋରାପୁଟ ୩, ମୟୁରଭଞ୍ଜ ୧୧, ନବରଙ୍ଗପୁର ୩, ନୟାଗଡ ୧, ନୂଆପଡା ୧, ପୁରୀ ୨, ସମ୍ବଲପୁର ୩୧, ସୁନ୍ଦରଗଡ ୧୧ ,ଷ୍ଟେଟ ପୁଲରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।






More Stories
୧ରୁ ଭିତରକନିକା ବନ୍ଦ…..
ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ…..
ଆଇଏଫଏସ ଅଧିକାରୀସ୍ତରରେ ଅଦଳବଦଳ……