ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୮୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଶୂନରୁ ୧୮ ବର୍ଷ ମଧ୍ୟରେ ୨୨,ସଙ୍ଗରୋଧରୁ ୪୯, ସ୍ଥାନୀୟ ୩୪। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୫୪୦କୁ ବୃଦ୍ଧି ପାଇଛି। ମୋଟ ୧୨,୭୬,୪୦୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୯୭୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୨ ଜିଲ୍ଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧, ବାଲେଶ୍ୱର ୪, ବରଗଡ ୧, ଭଦ୍ରକ ୧, ବଲାଙ୍ଗୀର ୪,କଟକ ୫, ଗଜପତି ୮, ଗଞ୍ଜାମ ୨, ଯାଜପୁର ୧, କଳାହାଣ୍ଡି ୧, କନ୍ଧମାଳ ୧,କେନ୍ଦ୍ରାପଡା ୪, ଖୋର୍ଦ୍ଧା ୫, କୋରାପୁଟ ୩, ମୟୁରଭଞ୍ଜ ୫, ନବରଙ୍ଗପୁର ୬, ନୟାଗଡ ୧, ନୂଆପଡା ୧, ପୁରୀ ୧, ସମ୍ବଲପୁର ୧୨, ସୋନପୁର ୫, ସୁନ୍ଦରଗଡ ୧୦ , ଷ୍ଟେଟ ପୁଲରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗପକ୍ଷାରୁ ସୂଚନା ମିଳିଛି |
More Stories
ତିନି ମାସ ଅପେକ୍ଷା କରିବେ ସରକାର …..
ଜୀବନ ଯୁଦ୍ଧରେ ହାରିଗଲେ FM ଛାତ୍ରୀ…….
ଭୁବନେଶ୍ୱରରେ ରାଷ୍ଟ୍ରପତି…..