ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୦୩୬ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯ ଜଣ ରହିଛନ୍ତି ।






More Stories
ଲାଗୁହେଲା ଓଡ଼ିଶା ସରକାରୀ ବିଶ୍ୱ ବିଦ୍ୟାଳୟ ଅଧିନିୟମ-୨୦୨୬….
ଫିଟିଲା ଯାଜପୁର ଗୁଳି କାଣ୍ଡର ଗୁମର: ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର…..
ମାଆ ହତ୍ୟାର ଗୁମର ଖୋଲିଲା ପୁଅ…..