ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟରେ ଆଜି ୫୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି | ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୩୭୮ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦ ଜଣ ରହିଛନ୍ତି ।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..