ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୪୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୯ ଓ ସ୍ଥାନୀୟ ଅଞ୍ଚଳରୁ ୧୯ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୬ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୪୬୯ରେ ପହଞ୍ଚିଛି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆକ୍ରାନ୍ତନକ ମଧ୍ୟରେ ରହିଛନ୍ତି ବାଲେଶ୍ୱର ୪, ଭଦ୍ରକ ୧ , ବଲାଙ୍ଗୀର ୯,କଟକ ୧, ଗଜପତି ୧, ଯାଜପୁର ୨,ଝାରସୁଗୁଡ଼ା ୩, କେନ୍ଦ୍ରାପଡ଼ା ୩ , ଖୋର୍ଦ୍ଧା ୬, ସମ୍ବଲପୁର ଜିଲ୍ଲାରୁ ୩ , ସୁନ୍ଦରଗଡ଼ ଜିଲ୍ଲାରୁ ୮ ଚିହ୍ନଟ ଥିବା ବେଳେ ଷ୍ଟେଟ ପୁଲ୍ ୧ ରହିଛି ।






More Stories
‘ଇ-ଡିଟେକ୍ସନ୍’;ଆପେଆପେ କଟିବ ଚାଲାଣ….
ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ;ମିଳିବ ନିଯୁକ୍ତି……
ଡିଜିପି ମନୋନୟନ ମାମଲା;ଆଜି ସୁପ୍ରିମକୋର୍ଟରେ ଶୁଣାଣି…..