ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ପୁଣି ବଢ଼ିବାରେ କରୋନା ସଂକ୍ରମଣ | ଆଜି ୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୯, ସଙ୍ଗରୋଧରୁ ୪୨ ଓ ସ୍ଥାନୀୟ ୨୭। ୧୦ ଜିଲ୍ଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୫,ବଲାଙ୍ଗୀର ୧, କଟକ ୧୩, ଜଗତସିଂହପୁର ୧, ଯାଜପୁର ୨, କଳାହାଣ୍ଡି ୧, ଖୋର୍ଦ୍ଧା ୨୬, ପୁରୀ ୨, ସମ୍ବଲପୁର ୪, ସୁନ୍ଦରଗଡ ୮, ଷ୍ଟେଟପୁଲରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୯,୩୨୮କୁ ବୃଦ୍ଧି ପାଇଛି। ୧୨,୭୯,୬୯୩ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୪୫୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..