ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟରେ କ୍ରମାଗତ ଭାବେ ୧ ହଜାର କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଆଜି ସାମାନ୍ୟ କମିଛି | ରାଜ୍ୟରେ ଆଜି ୭୯୭ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି | ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୩୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୩୯୪୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
More Stories
ଖୁବ ଶୀଘ୍ର ଓଡ଼ିଶାରେ ନୂଆ ମଦ ନୀତି…..
ଆତ୍ମସମର୍ପଣ କଲେ ୧୬ ନକ୍ସଲ….
୪ ହଜାର ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା…..