ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୨୮୯ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି | ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୨୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୬୬୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।






More Stories
ଆଉ ଖୋଲାରେ ମିଳିବନି ଗ୍ୟାସ୍……
ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ: SC-ST-OBC ଙ୍କୁ ମିଳିବ…..
ସଚିବସ୍ତରୀୟ ବୈଠକ ଅନୁଷ୍ଠିତ:ଏକୀକୃତ ବ୍ୟବସ୍ଥାକୁ ଆଣିବାକୁ ପରାମର୍ଶ….