ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଦୈନିକ କରୋନା ସଂକ୍ରମଣ ୪୦ ହଜାର ତଳକୁ ଖସିଛି | ଆଜି ଦେଶରେ ୩୨୯୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ୨୦୨୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ- ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୯ ଲକ୍ଷ ୭ ହଜାର ୨୮୨ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୧୦ ହଜାର ୭୮୪ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୬୩ହଜାର ୭୨୦ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୩୨୭୭୮।






More Stories
କୌଣସି ଲକ୍ଡାଉନ୍ ହେବନି…..
ଶପଥ ନେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ….
ସିଏମ୍-ପିଏମ୍ ଆଲୋଚନା…..