ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୮୫୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୧୦୦ ଜଣ ପିଲା ରହିଛନ୍ତି । ସଙ୍ଗରୋଧରୁ ୪୯୬,ସ୍ଥାନୀୟ ୩୫୭। ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୦,୯୩୭କୁ ବୃଦ୍ଧି ପାଇଛି। ୯,୮୪,୨୨୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୯,୩୦୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୨୯, ବାଲେଶ୍ୱର ୪୬,ବରଗଡ ୧୨, ଭଦ୍ରକ ୧୮, ବଲାଙ୍ଗୀର ୨, କଟକ ୧୪୦, ଦେଓଗଡ ୧୩, ଢେଙ୍କାନାଳ ୧୦, ଗଜପତି ୧, ଗଞ୍ଜାମ ୧୧, ଜଗତସିଂହପୁର ୩୨, ଯାଜପୁର ୩୩, ଝାରସୁଗୁଡା ୨, କଳାହାଣ୍ଡି ୩, କନ୍ଧମାଳ ୧, କେନ୍ଦ୍ରାପଡା ୨୧, କେନ୍ଦୁଝର ୧୬, ଖୋର୍ଦ୍ଧା ୨୮୬, କୋରାପୁଟ ୩, ମାଲକାନଗିରି ୧, ମୟୁରଭଞ୍ଜ ୨୧, ନୟାଗଡ ୨୨, ପୁରୀ ୩୫, ରାୟଗଡା ୪, ସମ୍ବଲପୁର ୧୯, ସୋନପୁର ୧, ସୁନ୍ଦରଗଡ ୧୨, ଷ୍ଟେଟ ପୁଲରୁ ୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
More Stories
ଭିଜିଲାନ୍ସ ଜାଲରେ ଏଏସଆଇ……
ମାସକୁ ଅଢେଇ ଲକ୍ଷ ପାଇବେ ବିଧାୟକ!…..
ଭତ୍ତା ବଢାଇଲେ ମୋହନ ସରକାର…..