ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ମଧ୍ୟରେ ୨୮୮ ନୂଆ ସଂକ୍ରମିତ କରୋନା ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୬୬ ଓ ସ୍ଥାନୀୟ ସଂକ୍ରମିତ ୧୨୨ ଜଣ ରହିଛନ୍ତି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୩ ଜଣ ରହିଥିବା ଜଣାଯାଇଛି । ରାଜ୍ୟର ବରଗଡରୁ ୧, ଭଦ୍ରକ ୭, ବଲାଙ୍ଗିର ୩, ବଉଦ ୧, କଟକ ୨୧, ଦେବଗଡ ୧, ଢେଙ୍କାନାଳ ୪ ଓ ଗଜପତିରୁ ୫ ଚିହ୍ନଟ ହୋଇଛନ୍ତି । ସେହିଭଳି ଗଞ୍ଜାମରୁ ୨, ଜଗତସିଂହପୁର ୨, ଯାଜପୁର ୧୦, ଝାରସୁଗୁଡା ୨, କଳାହାଣ୍ଡି ୧, କେନ୍ଦ୍ରାପଡା ୮, କେନ୍ଦୁଝର ୧, ଖୋର୍ଦ୍ଧାରେ ୧୩୦ ଚିହ୍ନଟ ହୋଇଛନ୍ତି । ମାଲକାନଗିରି ୧, ମୟୁରଭଞ୍ଜ ୧୨, ନୟାଗଡ ୬, ପୁରୀ ୧୫, ସମ୍ବଲପୁର ୧୭, ସୁନ୍ଦରଗଡ ୧୧ ଓ ଷ୍ଟେଟପୁଲରୁ ୨୭ ଜଣଙ୍କୁ ଚିହ୍ନଟ କରାଯାଇଛି । ଦିନକ ମଧ୍ୟରେ ୨୫୫ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ୨୨୨୧ ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୭୬୭୪ରେ ପହଞ୍ଚିଛି ।






More Stories
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..
ଆଜି ରାଷ୍ଟ୍ରପତିଙ୍କର ଓଡିଶା ଗସ୍ତର ଦ୍ଵିତୀୟ ଦିନ:ବିରଜା ମନ୍ଦିର ପରିଦର୍ଶନ…..