Report Card Odisha

| Daily Odia News

ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ, ୬୧୧୬ ନୂଆ କରୋନା ପଜିଟିଭ ଚିହ୍ନଟ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ରାଜ୍ୟରେ ୬୧୧୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି | ଏହି ସଂକ୍ରମିତଙ୍କ ମଧ୍ୟରୁ ୩୫୪୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୫୭୦ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୭୪୫୭ରେ ପହଞ୍ଚିଛି । ଏଥି ମଧ୍ୟରୁ ୪୩୩୦୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୫୬୦୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୮୩୪୪୮୭ ସାମ୍ପୁଲ ଟେଷ୍ଟ୍ ହୋଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ୧୫୧, ବାଲେଶ୍ୱର ୧୦୨, ବରଗଡ଼ ୨୬୨, ଭଦ୍ରକ  ୮୭, ବଲାଙ୍ଗୀର  ୧୮୯, ବୌଦ୍ଧ  ୩୨, କଟକ  ୩୪୩, ଦେଓଗଡ଼  ୩୯, ଢେଙ୍କାନାଳ ୮, ଗଜପତି  ୭୮, ଗଞ୍ଜାମ  ୧୩୪,

Breaking News