ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ସଂକ୍ରମଣ ବଢୁଥିବା ବେଳେ, ମୃତ୍ୟୁ ସଂଖ୍ୟା ବଢିଚାଲିଛି । ଆଜି ଦୈନିକ ସଂକ୍ରମଣ ୨,୫୯,୧୭୦ ଚିହ୍ନଟ ହୋଇଛନ୍ତି | ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୫୦ ଲକ୍ଷ ୬୧ ହଜାର ୯୧୯ରେ ପହଞ୍ଚିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଦେଶରେ ୧୭୬୧ ଜଣ କରୋନାରେ ମୃତ୍ୟୁ ବରଣ କରିଛନ୍ତି। ନୂତନ ମୃତକଙ୍କୁ ମିଶାଇ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୮୦ ହଜାର ୫୩୦ରେ ପହଞ୍ଚିଛି। ତ ୨୪ ଘଣ୍ଟା ମଧ୍ୟରେ ଆରୋଗ୍ୟ ଲାଭ କରିଛନ୍ତି ୧ ଲକ୍ଷ ୫୪ ହଜାର ୭୬୧ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୨୦ ଲକ୍ଷ ୩୧ ହଜାର ୯୭୭ ଜଣ। ଏବେ ସୁଦ୍ଧା ସମଗ୍ର ଦେଶରେ ଟିକା ନେଇ ସାରିଲେଣି ୧୨ କୋଟି ୭୧ ଲକ୍ଷ ୨୯ ହଜାର ୧୧୩ ଜଣ।
More Stories
କୃଷ୍ଣ-ତାରା ମୁହାଁମୁହିଁ….
୩ ଆପ୍ ପାର୍ଷଦ ବିଜେପିରେ ଯୋଗଦେଲେ……
କୁମ୍ଭ ମେଳାର ଭକ୍ତ ଙ୍କୁ ନେଇ ରାଜନୀତି…..