ରିପୋର୍ଟ କାର୍ଡ / କଟକ
ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଙ୍କୁ ମିଳିଲା ଜାମିନ। ଆଜି ଗୋବିନ୍ଦ କୁ ଅନ୍ତରୀଣ ଜାମିନ୍ ପ୍ରଦାନ କରିଛନ୍ତି ହାଇକୋର୍ଟ । ପୁଅ ଏବଂ ପତ୍ନୀଙ୍କ ଅସୁସ୍ଥତା କାରଣରୁ ତାଙ୍କୁ ଦୁଇ ସପ୍ତାହ ପାଇଁ ଏହି ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି ମାନ୍ୟବର କୋର୍ଟ |
More Stories
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….
୧୦ରେ ରାଜ୍ୟ କ୍ୟାବିନେଟ୍…..