ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦୁର୍ନୀତି ମାମଲାରେ ଗିରଫ ହୋଇ ବିଚାର ବିଭାଗୀୟ ହାଜତରେ ଥିବା ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁଙ୍କୁ ଝଟକା ଲାଗିଛି । ସେ ନିଜ ଘର ଭିତରେ ପୋଲିସ ନଜରରେ ରହିବାକୁ ଚାହୁଁଥିଲେ। ଏଥିପାଇଁ ସେ କୋର୍ଟରେ ଆବେଦନ କରିଥିଲେ। କିନ୍ତୁ ବିଜୟୱାଡାର ଗୋଟିଏ କୋର୍ଟ ତାଙ୍କ ଆବେଦନକୁ ଖାରଜ କରି ଦେଇଛନ୍ତି। ଏହାର ଅର୍ଥ ଗୃହବନ୍ଦୀ ନୁହେଁ, ଚନ୍ଦ୍ରବାବୁ ନାଇଡୁ ପୂର୍ବଭଳି ଜେଲ୍ରେ ରହିବେ।






More Stories
ଆଜିଠୁ ଏଆଇ ଇମ୍ପାକ୍ଟ ଏକ୍ସପୋ ୨୦୨୬…..
ଏପ୍ରିଲ ୨୨ରେ କେଦାରନାଥ…..
ତାରିକ ରହମାନଙ୍କ ଶପଥ ଗ୍ରହଣରେ ଯୋଗଦେବେ ଓମ୍ ବିର୍ଲା…..