Report Card Odisha

| Daily Odia News

୬ରୁ ୧୨ ବର୍ଷ ପିଲାଙ୍କୁ କୋଭାକ୍ସିନ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ପୁଣି କରୋନା କାୟା ବିସ୍ତା କରିବାରେ ଲାଗିଛି | ବୁଷ୍ଟର ଡୋଜ ଦିଆଯିବା ଉପରେ ଗୁରୁତ୍ୱ ଦିଆଯାଉଛି । ଏହା ଭିତରେ ୬ରୁ ୧୨ ବର୍ଷର ପିଲାଙ୍କୁ କୋଭାକ୍ସିନ ଟିକା ଦେବାକୁ ଡିସିଜିଆଇ ଅନୁମତି ଦେଇଛି । ଭାରତ ବାୟୋଟେକ ପକ୍ଷରୁ ପ୍ରସ୍ତୁତ ହେଉଛି କୋଭାକ୍ସିନ ଟିକା । କରୋନା ଏବେ କାୟା ବିସ୍ତାର କରୁଥିବା ବେଳେ ଦେଶରେ ମଧ୍ୟ କରୋନାର ଗ୍ରାଫ୍ ଏବେ ଉପରମୁହାଁ ହୋଇଛି । ଖାସକରି କୁନି ପିଲା ଏଥିରେ ଅଧିକ ମାତ୍ରାରେ ସଂକ୍ରମିତ ହେଉଛନ୍ତି । ତେଣୁ ଏହାକୁ ଦୃଷ୍ଟିରେ ରଖି କୋଭାକ୍ସିନ ଟିକା ଦେବାକୁ ନିଷ୍ପତ୍ତି ନିଆଯାଇଛି । ଯାହାଫଳରେ କରୋନା ବିପକ୍ଷ ଲଢେଇକୁ ଉଚିତ୍ ଢଙ୍ଗରେ ମୁକାବିଲା କରାଯାଇପାରିବ ।

Breaking News